ଅନୁଗୁଳ: ଆସନ୍ତାକାଲି ମେ ୩ ତାରିଖ ଶୁକ୍ରବାର ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନ (ନିଲୁ ଭାଇ) ନାମାଙ୍କନ ପତ୍ର ଦାଖଲ କରିବେ। ସେ ସକାଳ ୮ଟାରେ ଜଗନ୍ନାଥ ମନ୍ଦିର ଓ ମା’ ବୁଢୀ ଠାକୁରାଣୀଙ୍କ ଆଶୀର୍ବାଦ ନେଇ ଅନୁଗୁଳ ଜଗନ୍ନାଥ ମନ୍ଦିର ସମ୍ମୁଖରୁ ଏକ ଶୋଭାଯାତ୍ରାରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାଯାଇଛି। ଏଣୁ ତାଙ୍କୁ ସମର୍ଥନ ଜଣାଇବାକୁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି।
ଶୁକ୍ରବାର ନାମାଙ୍କନ ଭରିବେ ଅନୁଗୁଳ ବିଜେପି ବିଧାୟକ ପ୍ରାର୍ଥୀ ପ୍ରତାପ ଚନ୍ଦ୍ର ପ୍ରଧାନ
- Post published:May 2, 2024
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul