WhatsApp Image 2025-02-18 at 8.51.32 AM

ବିଲ୍ ଦେଇ ନ ପାରିଲେ ମଧ୍ଯ କଟିବନି ବିଦ୍ଯୁତ: ମନ୍ତ୍ରୀ ସୁରେଶ ପୂଜାରୀ

You are currently viewing ବିଲ୍ ଦେଇ ନ ପାରିଲେ ମଧ୍ଯ କଟିବନି ବିଦ୍ଯୁତ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ବର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ ବୋଲି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ବିଲ ଦେଇ ନ ଥ‌ିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।

Share

Leave a Reply