ଭୁବନେଶ୍ବର: ଖରାଦିନେ ଉପଭୋକ୍ତା ବିଲ ଦେଇ ନ ପାରିଲେ ବି ବିଦ୍ୟୁତ କଟିବ ନାହିଁ ବୋଲି ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇଛନ୍ତି।ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, ବିଲ ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଯିବାକୁ ନିର୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ୍ ନ କରିବାକୁ ମଧ୍ୟ ନିର୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବ। ଗୃହପାଳିତ ଓ ବୁଲା ପଶୁପକ୍ଷୀଙ୍କ ପାଇଁ ଆଶ୍ରୟସ୍ଥଳୀ କରାଯିବ ବୋଲି ଶ୍ରୀ ପୂଜାରୀ ପ୍ରକାଶ କରିଛନ୍ତି।
ବିଲ୍ ଦେଇ ନ ପାରିଲେ ମଧ୍ଯ କଟିବନି ବିଦ୍ଯୁତ: ମନ୍ତ୍ରୀ ସୁରେଶ ପୂଜାରୀ
- Post published:March 8, 2025
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau
Tags: Angul
You Might Also Like
ଆଠ ମଲ୍ଲିକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ବାଚନୀ ପ୍ରଚାର: ହିଞ୍ଜିଳିରୁ କେତେ ଦାଦନ ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କୁ କଲେ ପ୍ରଶ୍ନ
ଶସ୍ୟ ସଂରକ୍ଷଣ ଦ୍ୱାରା ମଣିଷ-ବନ୍ୟଜନ୍ତୁ ସଂଘର୍ଷ ହ୍ରାସ ପାଇଁ ପ୍ରୟାସ: ବନ୍ତଳା ଓ ଛେଣ୍ଡିପଦା ରେଞ୍ଜରେ ପ୍ରଭାବିତ ପରିବାରଙ୍କୁ ବାୟୁରୋଧୀ ଡବା ବଣ୍ଟନ








