ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, ବନ ବିଭାଗ ଦୃଷ୍ଟି ଦେବାକୁ ଅନୁରୋଧ

You are currently viewing ହାତୀ ଆକ୍ରମଣରେ ବୃଦ୍ଧ ଗୁରୁତର, ବନ ବିଭାଗ ଦୃଷ୍ଟି ଦେବାକୁ ଅନୁରୋଧ

ଅନୁଗୁଳ : ସ୍ଥାନୀୟ ବନ୍ତଳା ବନାଞ୍ଚଳ ଗଡ଼ତରାସ ଗ୍ରାମରେ ହାତୀ ଆକ୍ରମଣରେ ପୁଣି ଜଣେ ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ଗଡ଼ତରାସ ଗ୍ରାମର ପରମା ବେହେରା (୬୦) ନିଜ ଗାଁରୁ ଘରକୁ ଫେରୁଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ପରମା ଗୁରୁତର ଆହତ ହୋଇଛନ୍ତି। ଏହି କିଛି ଦିନ ଭିତରେ ବନ୍ତଳା ବନାଞ୍ଚଳ ହାତୀ ମାନଙ୍କ ଉତ୍ପାତ ବଢୁଥିବାରୁ ଲୋକଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହେଉଛି। ବନବିଭାଗ ଦୃଷ୍ଟି ଦେବାକୁ ସ୍ଥାନୀୟ ଲୋକେ ଅନୁରୋଧ କରିଛନ୍ତି।

Share

Leave a Reply