ଭୁବନେଶ୍ୱର: ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ ଓ ଏସବୁ କଲେ ଡାକ୍ତରଙ୍କ ବରୋଧରେ ଫୌଜଦାରୀ ମାମଲା ରୁଜୁ କରାଯାଇପାରିବ ନାହିଁ ବୋଲି କହିଛନ୍ତି ମାନ୍ୟବର ଓଡ଼ିଶା ହାଇକୋର୍ଟ। ଯଦି କୌଣସି ଡାକ୍ତର ଦାମୀ ମେଡିସିନ ଲେଖୁଥାନ୍ତି କିମ୍ବା କୌଣସି ମେଡିସିନ କମ୍ପାନୀ ଦ୍ବାରା ଆୟୋଜିତ ସେମିନାରରେ ଯୋଗ ଦିଅନ୍ତି ତେବେ ତାଙ୍କୁ ଦୋଷୀ କରାଯାଇପାରିବ ନାହିଁ ବୋଲି କୋର୍ଟ ରାୟରେ ସ୍ପଷ୍ଟ କରିଛନ୍ତି। ହାଇକୋର୍ଟର ବିଚାରପତି ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ଏହି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ।
ଡାକ୍ତର ଦାମୀ ମେଡିସିନ ଲେଖିବା କୌଣସି ଅପରାଧ ନୁହେଁ: ଓଡ଼ିଶା ହାଇକୋର୍ଟ
- Post published:April 26, 2025
- Post category:ମୁଖ୍ୟ ଖବର
- Post comments:0 Comments
- Post author:Angul TV Bureau

Tags: Angul