ଅନୁଗୁଳ:ନିକଟରେ ପୁରୀଠାରେ ଏକ ଦୈନିକ ଖବରକାଗଜର ଜିଲ୍ଲା ପ୍ରତିନିଧିଙ୍କୁ ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାର ତୀବ୍ର ପ୍ରତିବାଦ ଜଣାଇଛନ୍ତି ଅନୁଗୁଳ ସାମ୍ୱାଦିକ ସମୂହ। ଏହି ମର୍ମରେ ଅନୁଗୁଳରେ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନେ ଶନିବାର ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କୁ ଭେଟି ପ୍ରତିବାଦ ଜଣାଇଛନ୍ତି ଜଣାଇଛନ୍ତି। ଅଭିଯୁକ୍ତଙ୍କ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଦାବିରେ କରାଯିବା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।
ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ପ୍ରତିବାଦ, ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର
- Post published:May 23, 2021
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau

Tags: Angul