ଭୁବନେଶ୍ବର: ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଏହି ନାଁ ଘୋଷଣା କରିଛନ୍ତି। ରାଜ୍ୟସଭା ପ୍ରାର୍ଥୀଙ୍କ ମଧ୍ୟରେ ସୁଲତା ଦେଓ, ସସ୍ମିତ ପାତ୍ର, ମାନସ ରଞ୍ଜନ ମଙ୍ଗରାଜ, ନିରଞ୍ଜନ ବିଶିଙ୍କ ନାଁ ରହିଛି। ତେବେ ଏଥରକ ସସ୍ମିତ ପାତ୍ରଙ୍କୁ ପୁଣି ଥରେ ରାଜ୍ୟସଭା ଟିକେଟ ଦେଇଛି ଦଳ।