ବଇଣ୍ଡା : ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ହଣ୍ଡପା ହାଇସ୍କୁଲର ଅବସର ପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ଦାସଙ୍କର ଶନିବାର ଦିନ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ କିଛି ଦିନ ହେବ ଅସୁସ୍ଥ ହୋଇ ବଇସିଣା ଗ୍ରାମସ୍ଥିତ ଘରେ ଚିକିତ୍ସିତ ହେଉଥିଲେ। ଜଣେ ଆଦର୍ଶ ଶିକ୍ଷକ ଭାବରେ ସେ ପରିଚିତ। ତାଙ୍କ ବିୟୋଗରେ ହଣ୍ଡପା ତଥା ଆଖ ପାଖ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ହଣ୍ଡପା ହାଇସ୍କୁଲର ଅବସର ପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ଦାସଙ୍କ ପରଲୋକ
- Post published:October 14, 2023
- Post category:ଅନ୍ୟାନ୍ୟ
- Post comments:0 Comments
- Post author:Angul TV Bureau
