ଓଏଭିରେ ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କଲେ ଛାତ୍ରଛାତ୍ରୀ

You are currently viewing ଓଏଭିରେ ଶିକ୍ଷୟିତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କଲେ ଛାତ୍ରଛାତ୍ରୀ

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ ସନ୍ତ୍ରୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଶିକ୍ଷୟିତ୍ରୀ ରଶ୍ମିତା ବେହେରାଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଛି। ଶ୍ରୀମତୀ ବେହେରା ୨୦୨୨ ବିଦ୍ୟାଳୟ ପ୍ରତିଷ୍ଠା ଦିନରୁ ବିଜ୍ଞାନ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟରତ ଥିଲେ। ସେ ପଦୋନ୍ନତି ପାଇ ହିନ୍ଦୋଳ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଯାଇଛନ୍ତି। ଶିକ୍ଷୟିତ୍ରୀଙ୍କୁ ବିଦାୟ ଦେବା ବେଳେ ପ୍ରଧାନଶିକ୍ଷକ, ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ, ଷଷ୍ଠ, ସପ୍ତମ, ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Share

Leave a Reply