ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

You are currently viewing ଅଜଣା ଗାଡ଼ି ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା କିଶୋରନଗର ବ୍ଲକ ୫୫ନମ୍ବର ଜାତୀୟ ରାଜପଥ ଡେବରାପାଲ୍ଲୀ ଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କିଶୋରନଗର ଥାନା କରମଲକଟା ଗାଁର ସୁଶାନୁ ବେହେରା(୩୦)।

ପ୍ରକାଶ ଯେ ଆଜି ମଧ୍ୟାହ୍ନରେ ସୁଶାନୁ ବଇଣ୍ଡାରୁ ନିଜ ଘର କରମଲକଟାକୁ ଆସୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ପାଟ୍ରୋଲିଂ କରୁଥିବା ପିସିଆର ଭ୍ୟାନ ଦେଖି ତାଙ୍କୁ ଉଦ୍ଧାର କରି କିଶୋରନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Share

Leave a Reply