CADLAB

ଭୋଜିରେ ଗହଳି, ୨ ହଜାର ଜରିମାନା

0

ଅନୁଗୁଳ: କିଶୋରନଗର ବ୍ଲକ୍ ଗାଁ ବଇଣ୍ଡା ପଞ୍ଚାୟତ ବଡ଼ହୁଲା ଗାଁର ସୁଶାନ୍ତ ସାହୁଙ୍କ ନବଜାତ କନ୍ୟାର ଏକୋଇଶିଆ ଭୋଜି ଗାଁ ଗ୍ରାମ ମନ୍ଦିରରେ ଆୟୋଜନ କରାଯାଇଥିଲା। ଏଥିପାଇଁ ପ୍ରଶାସନ ପକ୍ଷରୁ ଅନୁମତି ନିଆଯାଇନଥିଲା | ଭୋଜି ପାଇଁ ପ୍ରାୟ ୬୦ ଲୋକ ଏକତ୍ରିତ ହୋଇଥିଲା ବେଳେ ବଇଣ୍ଡା ଫାଣ୍ଡି ଅଧିକାରୀ ଅରୁଣ ପଣ୍ଡା ପହଞ୍ଚି ସୁଶାନ୍ତଙ୍କ ଉପରେ ୨ ହଜାର ଟଙ୍କା ଜରିମାନା କରିଥିବା ପ୍ରକାଶ କରିଛନ୍ତି।

Leave A Reply

Your email address will not be published.