ଜିଲ୍ଲା କାର୍ଯ୍ୟାଳୟରେ ଶହୀଦ ଦିବସ ପାଳିତ

You are currently viewing ଜିଲ୍ଲା କାର୍ଯ୍ୟାଳୟରେ ଶହୀଦ ଦିବସ ପାଳିତ

ଅନୁଗୁଳ: ଜାତିର ଜନକ ମହାତ୍ମା ଗାନ୍ଧୀଙ୍କର ତିରୋଧାନ ଦିବସକୁ ଶହୀଦ ଦିବସ ଭାବେ ପାଳନ କରାଯାଉଛି । ଏହି ଉପଲକ୍ଷେ ଆଜି ପୂର୍ବାହ୍ନରେ ଅନୁଗୁଳ ଉପଜିଲ୍ଲାପାଳ ବଇତୁରା ଦୀପଙ୍କ ସଭାପତିତ୍ବରେ ଜିଲ୍ଲା କାର୍ଯ୍ୟାଳୟ ବାରଣ୍ଡାରେ ଅନୁଷ୍ଠିତ ଏକ ସଭାରେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା ସହିତ ସହୀଦ ମାନଙ୍କ ସ୍ମୃତିରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ସଭାରେ ଡେପୁଟୀ କଲେକ୍ଟର ଇଷାନୀ ପଣ୍ଡା, ଡେପୁଟୀ କଲେକ୍ଟର ମଧୁସ୍ମିତା ବିଶି, ଡେପୁଟୀ କଲେକ୍ଟର ସତ୍ୟାନନ୍ଦ ସାହୁଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଯୋଗ ଦେଇଥିଲେ।

Share

Leave a Reply