ସାର୍ଥକ ଷଡ଼ଙ୍ଗୀ ଅନୁଗୁଳ ଡିଆଇଜି

0

ଅନୁଗୁଳ: ରାଜ୍ୟ ସରକାର ଆଇପିଏସ୍‌ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ୧୩ଟି ଜିଲ୍ଲାରେ ସରକାର ନୂଆ ଏସ୍‌ପିଙ୍କୁ ନିଯୁକ୍ତି ଦେଇଥିବାବେଳେ ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ଅଦଳବଦଳ କରିଛନ୍ତି। ଏହି କ୍ରମରେ ଉତ୍ତର କେନ୍ଦ୍ରାଞ୍ଚଳ ଆଇଜି ନରସି˚ହ ଭୋଳଙ୍କୁ ସମ୍ବଲପୁର ଆଇଜିପି ଭାବେ ବଦଳି କରାଯାଇଛି। କ୍ରାଇମ୍‌ବ୍ରାଞ୍ଚ ଏସ୍‌ପି ସାର୍ଥକ ଷଡ଼ଙ୍ଗୀଙ୍କୁ ଡିଆଇଜି ଇନ୍‌ଚାର୍ଜ ଭାବେ ବଦଳି କରାଯାଇଛି।

Leave A Reply

Your email address will not be published.

error: Content is protected !!