ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି

You are currently viewing ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି

ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଳଲହଡା ଉପଜିଲ୍ଲାପାଳ କାର୍ଯ୍ୟାଳୟର ବରିଷ୍ଠ କିରାଣି ସାଧୁ ଚାତମ୍ବା ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କାଗଜପତ୍ର କାମ ପାଇଁ ଦୁଇ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ କାବୁ କରିନେଇଥିଲେ। ଏକ ଜମିଜମା ମାମଲାରେ ପରମିସନ୍ ପାଇଁ ଘାସିରାମ ବେହେରା ନାମକ ଜଣେ ଆବେଦନକାରୀଙ୍କ ଠାରୁ ପଟା କନ ଭର୍ସନ ପାଇଁ ଏହି ଲାଞ୍ଚ ନେଉଥିଲା ବେଳେ ପୂର୍ବରୁ ଛକିଥିବା ଭିଜିଲାନ୍ସ ଅଧିକାରୀଙ୍କ ହାବୁଡ଼ରେ ପଡ଼ିଥିଲେ।

Share

Leave a Reply