ଶିକ୍ଷୟିତ୍ରୀଙ୍କ ବେକରୁ ସୁନାଚେନ୍ ଲୁଟ୍
ଅନୁଗୁଳ: ଅନୁଗୁଳ ସଦର ଥାନା ମୂଷାପାପୁଲି ନିକଟରେ ଗୁରୁବାର ସକାଳେ ଜଣେ ଶିକ୍ଷୟିତ୍ରୀଙ୍କ ବେକରୁ ସୁନା ଚେନ୍ ଲୁଟ୍ ହୋଇଛି। ଶିକ୍ଷୟିତ୍ରୀ ବିଦ୍ୟୁତପ୍ରଭା ସୁବୁଦ୍ଧି ସକାଳେ ଜାତୀୟ ରାଜପଥ-୫୫ରେ ପ୍ରାତଃ ଭ୍ରମଣ କରୁଥିବା ସମୟରେ ଦୁଇଜଣ ଦୁର୍ବୃତ୍ତ ବାଇକ୍ରେ ଆସି ତାଙ୍କ…
