ବନ୍ତଳା ରାସ୍ତାରେ ଛିନତାଇ,ଦୁଇ ନାବାଳକ ସହ ୪ ଗିରଫ
ଅନୁଗୁଳ : ଅନୁଗୁଳ ସଦରଥାନା ଅନ୍ତର୍ଗତ ଅନୁଗୁଳ ବନ୍ତଳା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଲୁଟପାଟ ହୋଇଥିବା ପୁଲିସ୍ ନିକଟରେ ଅଭିଯୋଗ ହୋଇଛି। ଏହି ଘଟଣାରେ ୨ ନାବାଳକଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ପୁଲିସ। ସୂଚନା ଅନୁସାରେ,…
ଅନୁଗୁଳ : ଅନୁଗୁଳ ସଦରଥାନା ଅନ୍ତର୍ଗତ ଅନୁଗୁଳ ବନ୍ତଳା ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇଟି ଲୁଟପାଟ ହୋଇଥିବା ପୁଲିସ୍ ନିକଟରେ ଅଭିଯୋଗ ହୋଇଛି। ଏହି ଘଟଣାରେ ୨ ନାବାଳକଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି ପୁଲିସ। ସୂଚନା ଅନୁସାରେ,…
ଅନୁଗୁଳ: ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ବିପ୍ଳବ ଜେନାଙ୍କ ନିର୍ଦ୍ଦେଶରେ ଯୁବ କଂଗ୍ରେସ ପେଟ୍ରୋଲ ଲିଟର ପିଛା ୮୦ ଟଙ୍କା ରେ ବିକ୍ରୀ କରି ଲୋକଙ୍କୁ ପୁରୁଣା ଦିନ (କଂଗ୍ରେସ ସରକାର) ସମୟର କଥା ମନେ ପକାଇଛି। ପେଟ୍ରୋଲ , ଡିଜେଲ…
ଅନୁଗୁଳ: ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦ ସ୍ଥିତ ପୀଠରେ ସାଂସ୍କୃତିକ କମ୍ପ୍ଲେକ୍ସ ନିର୍ମାଣ ପାଇଁ ୧୪.୧୭ କୋଟି ଟଙ୍କା ମଞ୍ଜୁର ହୋଇଛି। ମା ହିଙ୍ଗୁଳା ପୀଠ ପରିସରରେ ବିବିଧ ଉଦ୍ଦେଶ୍ୟ ସାଧନକାରୀ ଏହି କମ୍ପ୍ଲେକ୍ସ ନିର୍ମାଣ ପାଇଁ ପ୍ରଶାସନିକ…
ଅନୁଗୁଳ: ହଣ୍ଡପା ଥାନା ପୁଲିସ ଆଉ ୫ଟି ପାଣି ପମ୍ପ୍ ଉଦ୍ଧାର କରିଛି। ପାଣିପମ୍ପ୍ ଚୋରି ଗ୍ୟାଙ୍ଗ ପୁଲିସ ଠାବ କରିବା ସହ ପୂର୍ବରୁ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଇଚ୍ଛାପୁର ଗ୍ରାମର ମନୋଜ ସାହୁ ଓ…
ଅନୁଗଳ: ଘରୋଇ ବିଦ୍ୟାଳୟ ବିରୋଧରେ ଶୁକ୍ରବାର ଓଡ଼ିଶା ଅଭିଭାବକ ମହାସଂଘର ଅନୁଗୁଳ ଶାଖା ପକ୍ଷରୁ ଜିଲ୍ଲା ପ୍ରଶାସନକୁ ଦାବିପତ୍ର ଦିଆଯାଇଛି। କରୋନା କାଳରେ ଟ୍ୟୁସନ୍ ଫି’ ଓ ଅନ୍ୟାନ୍ୟ ଆନୁଷ୍ଠାନିକ ଫି’କୁ ଛାଡ଼ କରିବାକୁ ସଂଘ ଦାବି କରିଛି । ଆଗାମୀ…
ଅନୁଗୁଳ: ଛେଣ୍ଡିପଦା ସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ଡ. ସୁବାସ ଚନ୍ଦ୍ର ଦାସଙ୍କ ଉପରେ ଶୁକ୍ରବାର ଅପରାହ୍ନରେ ଆକ୍ରମଣ ହୋଇଛି। ଛୁଟି ନାମଂଜୁର କରିବାରୁ ରାତ୍ର ଜଗୁଆଳି ଏକ ଭୁଜାଲିରେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ହୋଇଛି…
ଅନୁଗୁଳ: ତାଳଚେର ବଲହର ଛକ ସ୍ଥିତ ସେବକ ନର୍ସିଂହୋମର ପ୍ରତିଷ୍ଠାତା, ବରିଷ୍ଠ ଚିକିତ୍ସକ ଡ଼ା ମାନସ ରଥଙ୍କ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପରଲୋକ ଘଟିଛି।ସେ ଗତ ଦୁଇ ମାସ ଧରି ପୀଡିତ ଥିଲେ। ତାଙ୍କ ପରଲୋକରେ ସ୍ଥାନୀୟ…
ଅନୁଗୁଳ: ଚାକିରି କରାଇ ଦେବାକୁ କହି ୨ ଲକ୍ଷ ଟଙ୍କା ଠକେଇ କରିଥିବା ଅଭିଯୋଗରେ ପୁଲିସ ଗୁରୁବାର ଏକ ଦମ୍ପତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ଏମ୍ସିଏଲ୍ର ଜଗନ୍ନାଥ କଲୋନୀର ଚିତ୍ରସେନ ପ୍ରଧାନଙ୍କ ଠାରୁ ଅକ୍ଷୟ ଗଡ଼ନାୟକ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବିଜେପିର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଜିଲ୍ଲା ସଭାପତି ଡିଲେଶ୍ବର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ଭର୍ଚ୍ୟୁଆଲ୍ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାରେ ବାରମ୍ବାର ବିଦ୍ୟୁତ କାଟ, ଲୋ ଭୋଲଟେଜ, ବିଦ୍ୟୁତ ଦର ବୃଦ୍ଧି ଆଦି ସମସ୍ୟାକୁ…
ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖମାର ଗାଁର ପ୍ଲିପ୍କାର୍ଟ ଡେଲିଭରି ବଏର ବାଇକ୍, ସାମଗ୍ରୀ ଚୋରୀ ଅଭିଯୋଗରେ ପୁଲିସ ଗୁରୁବାର ଜଣଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି। ସୂଚନା ଯେ, ଡେଲିଭରି ବଏ ବିକାଶ ପ୍ରଧାନ ସାମଗ୍ରୀ ଦେବାପାଇଁ ନିଜ…