ଖଣି କ୍ଷତିଗ୍ରସ୍ତ ଜରଡା ଗ୍ରାମବାସୀଙ୍କ ୪ଦଫା ଦାବିରେ କାର୍ଯ୍ୟବନ୍ଦ ଆନ୍ଦୋଳନ
ଅନୁଗୁଳ : କଣିହାଁ କୋଇଲା ଖଣି ଦ୍ୱାରା କ୍ଷତିଗ୍ରସ୍ତ ଜରଡ଼ା ଗ୍ରାମବାସୀ ଚାରି ଦଫା ଦାବିନେଇ ଶୁକ୍ରବାର ସନ୍ଧ୍ୟାରୁ ଖଣିର କାର୍ଯ୍ୟବନ୍ଦ ଆନ୍ଦୋଳନ ଚଳାଇଛନ୍ତି। ଗ୍ରାମବାସୀମାନଙ୍କ ଦାବି ଗୁଡିକ ମଧ୍ୟରେ ରହିଛି ଜରଡ଼ା ଗ୍ରାମବାସୀଙ୍କୁ ସ୍ଥାନୀୟ ପଥରମୁଣ୍ଡା ଗ୍ରାମରେ ତୁରନ୍ତ ଥଇଥାନ,…
