ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଅବୈଧ ଚାଲାଣ ବିରୋଧ ଦିବସ: ସଚେତନତା ଶୋଭାଯାତ୍ରା ଆୟୋଜିତ
ଅନୁଗୁଳ: ଅନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଅବୈଧ ଚାଲାଣ ବିରୋଧ ଦିବସ ଉପଲକ୍ଷେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଛି। ଏଥିରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଏହି ଶୋଭାଯାତ୍ରା ସ୍ଥାନୀୟ ଶୈଳଶ୍ରୀକ୍ଷେତ୍ର ଠାରୁ ବାହାରି ସହର ପରିକ୍ରମା କରି ସଭାଘର…