ନୂଆବର୍ଷରୁ ହୋଣ୍ତା କାର‌୍‌ ମହଙ୍ଗା

ଅନୁଗୁଳ: ୨୦୨୧ ଜାନୁଆରୀରୁ ଭାରତରେ ହୋଣ୍ତା କାର‌୍‌ ମହଙ୍ଗା ହେବାକୁ ଯାଉଛି। ଏ ବାବଦରେ ହୋଣ୍ତା କାର‌୍‌ସ ଇଣ୍ତିଆ ଲିମିଟେଡ୍‌ (ଏଚ୍‌ସିଆଇଏଲ୍‌) ପକ୍ଷରୁ ଏହାର ଡିଲରମାନଙ୍କୁ ଅବଗତ କରାଯାଇଛି। ଭାରତରେ କମ୍ପାନିର କମ୍ପାକ୍ଟ ସେଡାନ୍‌ ଆମେଜ୍‌ଠାରୁ ଆରମ୍ଭ କରି ପ୍ରିମିୟମ୍‌ ଏସ୍‌ୟୁଭି…

Continue Readingନୂଆବର୍ଷରୁ ହୋଣ୍ତା କାର‌୍‌ ମହଙ୍ଗା

ଶସ୍ତା ହେଲା କରୋନା ପରୀକ୍ଷା, ମାତ୍ର ୧୦୦ ଟଙ୍କାରେ ହେବ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ

ଅନୁଗୁଳ:ଏଣିକି ଜନସାଧାରଣ ମାତ୍ର ୧୦୦ ଟଙ୍କାରେ କରିପାରିବେ କରୋନା ଟେଷ୍ଟ। ଏଭଳି ଏକ ବିଜ୍ଞପ୍ତି ଜାରି କରିଛି ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଜିଏସଟି ସହିତ ଘରୋଇ ଲ୍ୟାବରେ ରାପିଡ୍ ଆଣ୍ଟିଜେନ୍ ପରୀକ୍ଷା ପାଇଁ…

Continue Readingଶସ୍ତା ହେଲା କରୋନା ପରୀକ୍ଷା, ମାତ୍ର ୧୦୦ ଟଙ୍କାରେ ହେବ ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ

ଅନୁଗୁଳ ସହରରେ ଛିନ୍‌ତାଇ

ଅନୁଗୁଳ: ଅନୁଗୁଳ ସହରରେ ମାତିଛନ୍ତି ଛିନ୍‌ତାଇ ଗ୍ୟାଙ୍ଗ୍‌। ମୋବାଇଲ୍‌ ଲୁଟ ସହରରେ ନିତିଦିନିଆ ଘଟଣା ହୋଇଥିବା ବେଳେ ରବିବାର ସନ୍ଧ୍ୟାରେ ଜଣେ ମହିଳା ଲୁଟ୍‌ର ଶିକାର ହୋଇଛନ୍ତି। ଶଙ୍କର ସିନେମା ରୋଡରେ ଦୁବୃର୍ତ୍ତ ତାଙ୍କ ବେକରୁ ସୁନା ଚେନ୍‌ ଛିଣ୍ତାଇ ଚମ୍ପଟ…

Continue Readingଅନୁଗୁଳ ସହରରେ ଛିନ୍‌ତାଇ

ଅସହାୟ ଶିଶୁ ଶ୍ରମିକ

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ ଶିଶୁ ଶ୍ରମିକଙ୍କ ସ˚ଖ୍ୟା ପୁଣି ବଢ଼ିବାରେ ଲାଗିଛି। ମୟୂରଭଞ୍ଜ, କେରାପୁଟ, ବଲାଙ୍ଗୀର ପରେ ଅନୁଗୁଳରେ ଏହି ଶିଶୁ ଶ୍ରମିକଙ୍କ ସ˚ଖ୍ୟା ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷରେ ଅନୁଗୁଳ ଶିଳ୍ପାଞ୍ଚଳର ମାନ୍ୟତା ପାଇବା ପରେ ଏହି ସମସ୍ୟା…

Continue Readingଅସହାୟ ଶିଶୁ ଶ୍ରମିକ

ରୁପେ କାର୍ଡରେ ଅଫ୍‌ଲାଇନ୍‌ ପେମେଣ୍ଟ

ଅନୁଗୁଳ: ରୁପେ କାର୍ଡଧାରୀଙ୍କ ପାଇଁ ଖୁସି ଖବର। ଏବେ ବିନା ଇଣ୍ଟରନେଟରେ ମଧ୍ୟ ଲୋକମାନେ ଏହି କାର୍ଡଦ୍ବାରା ପେମେଣ୍ଟ କରିବାର ସୁବିଧା ପାଇପାରିବେ। ନ୍ୟାସ୍‌ନାଲ୍‌ ପେମେଣ୍ଟ୍‌ସ କର୍ପୋରେସନ୍‌ ଅଫ୍‌ ଇଣ୍ତିଆ (ଏନ୍‌ପିସିଆଇ) କହିଛି, ରୁପେ କଣ୍ଟାକ୍ଟଲେସ୍‌ କାର୍ଡରେ ଅଫଲାଇନ୍‌ ପେମେଣ୍ଟ ଲାଗି…

Continue Readingରୁପେ କାର୍ଡରେ ଅଫ୍‌ଲାଇନ୍‌ ପେମେଣ୍ଟ

ଚାଷୀ ଆନ୍ଦୋଳନରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ଅନୁଗୁଳ: ନୂତନ କୃଷି ଆଇନକୁ ପ୍ରତ୍ୟାହାର କରିବା ଦାବିରେ ଦିଲ୍ଲୀ ସୀମାରେ ଦୀର୍ଘ ୨୫ ଦିନ ଧରି ଚାଲିଥିବା ଚାଷୀ ଆନ୍ଦୋଳନରେ ସହିଦ ହୋଇଥିବା ୧୫ ଜଣ ଚାଷୀଙ୍କ ସ୍ମୃତିରେ ଅନୁଗୁଳ ବସ୍‌ଷ୍ଟାଣ୍ତ ପରେ ଅଲ୍‌ ଇଣ୍ତିଆ କିଷାନ୍‌ କ୍ଷେତ୍‌ ମଜଦୁର…

Continue Readingଚାଷୀ ଆନ୍ଦୋଳନରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ରାଜ୍ୟସ୍ତରୀୟ କଳା ଉତ୍ସବରେ ଅନୁଗୁଳର ସଫଳତା

ଅନୁଗୁଳ: ବାଲେଶ୍ବରଠାରେ ଆୟୋଜିତ ରାଜ୍ୟସ୍ତରୀୟ କଳା ଉତ୍ସବରେ ଅନୁଗୁଳକୁ ସଫଳତା ମିଳିଛି। ଅନୁଗୁଳ ଜିଲ୍ଲାର ୨ ଜଣ ଛାତ୍ର ସୋହମ ସାହୁ, ଓ.ପି. ଜିନ୍ଦଲ ସ୍କୁଲ୍‌, ଶାସ୍ତ୍ରୀୟ ଯନ୍ତ୍ର ସ˚ଗୀତ ଏବ˚ ଓଁକାର ତ୍ରିପାଠୀ, ରୋଟାରୀ ପବ୍ଲିକ ସ୍କୁଲ୍‌ ପାରମ୍ପରିକ ଯନ୍ତ୍ର…

Continue Readingରାଜ୍ୟସ୍ତରୀୟ କଳା ଉତ୍ସବରେ ଅନୁଗୁଳର ସଫଳତା

ବନ୍ଦ ହେବ ୫୨ ବର୍ଷର ଟିଟିପିଏସ୍‌ !

ଅନୁଗୁଳ: ଗତ ୫୨ ବର୍ଷ ଧରି ସାରା ରାଜ୍ୟକୁ ବିଦ୍ୟୁତ୍‌ ଯୋଗାଇ ଆସୁଥିବା ତାଳଚେର ଥର୍ମାଲ୍‌ ପାୱାର ଷ୍ଟେସନ୍‌ ଏବେ ବନ୍ଦର ଦ୍ବାରଦେଶରେ। ୨ ହଜାର କର୍ମଚାରୀ ଛଟେଇ ଆଶଙ୍କାରେ ଭୀତତ୍ରସ୍ତ। ପ୍ଲାଣ୍ଟ ବନ୍ଦ କରିବାକୁ କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଛାଟ,…

Continue Readingବନ୍ଦ ହେବ ୫୨ ବର୍ଷର ଟିଟିପିଏସ୍‌ !

ସରକାରୀ ଜାଗାରେ ବେଆଇନ୍‌ ନିର୍ମାଣ ଉଚ୍ଛେଦ ବେଳେ ଉତ୍ତେଜନା, ୧୪୪ ଧାରା ଲାଗୁ

ଅନୁଗୁଳ: ଅନୁଗୁଳ ପୌରାଞ୍ଚଳର ହୁଲୁରିସି˚ହାରେ ଏକ ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ନାକେଦମ୍‌ ହୋଇଛି ପ୍ରଶାସନ। ଉଚ୍ଛେଦ ବେଳେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକ ପ୍ରଶାସନ ପାଇଁ ପ୍ରତିବନ୍ଧକ ସୃଷ୍ଟି କରିବା ସହ ରାସ୍ତାରେ ଶୋଇ ଯାଇଥିଲେ। ବାଧ୍ୟ…

Continue Readingସରକାରୀ ଜାଗାରେ ବେଆଇନ୍‌ ନିର୍ମାଣ ଉଚ୍ଛେଦ ବେଳେ ଉତ୍ତେଜନା, ୧୪୪ ଧାରା ଲାଗୁ

ପରୀକୁ ନ୍ୟାୟ, ସିବିଆଇ ତଦନ୍ତ ଦାବିରେ ବିଜେପିର ପଦଯାତ୍ରା

ଅନୁଗୁଳ:ପରୀ ହତ୍ୟାକାଣ୍ଡ ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି। ମୃତ ନାବାଳିକାକୁ ନ୍ୟାୟ ଦେବା ଏବଂ ଏହି ଘଟଣାର ସିବିଆଇ ତଦନ୍ତ ଦାବି ରେ ବିଜେପି ପକ୍ଷରୁ ରାଜ୍ୟ ସାରା ପଦଯାତ୍ରା ଆୟୋଜନ କରାଯାଇଛି l ଏହି କ୍ରମରେ ଆଜି ଜିଲ୍ଲା ବିଜେପି…

Continue Readingପରୀକୁ ନ୍ୟାୟ, ସିବିଆଇ ତଦନ୍ତ ଦାବିରେ ବିଜେପିର ପଦଯାତ୍ରା