ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ବର୍ଷା ସମ୍ଭାବନା
ଅନୁଗୁଳ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଶନିବାର ଦିନ ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ଯଥେଷ୍ଟ ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ…



