ପୁରୁଣାଗଡ଼ ରାମକୃଷ୍ଣ ଆଦର୍ଶ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ
ଅନୁଗୁଳ: ଅନୁଗୁଳ ବ୍ଲକ୍ ପୁରୁଣାଗଡ଼ ରାମକୃଷ୍ଣ ଆଦର୍ଶ ଶିଶୁ ବିଦ୍ୟା ମନ୍ଦିରର ସପ୍ତଦଶ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିରର ସଭାପତି ଆଡଭୋକେଟ ବିଦ୍ୟାଧର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ…
