ବୋଇତ ବନ୍ଦାଣ ମହୋତ୍ସବର ୨ୟ ସନ୍ଧ୍ୟା: ଦଳଗତ ଲୋକ ନୃତ୍ୟରେ ଦର୍ଶକ ବିଭୋର
ଅନୁଗୁଳ: କଳାକାର ପକ୍ଷରୁ ଆୟୋଜିତ ୪୦ ତମ ବୋଇତ ବନ୍ଦାଣ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଦଳଗତ ଲୋକ ନୃତ୍ୟ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଅନୁଗୁଳର ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସତ୍ୟପ୍ରକାଶ ତ୍ରିପାଠୀ ଓ ଅନୁଗୁଳ ଓକିଲ ସଂଘର ସଭାପତି ହିମାଂଶୁ ଭୂଷଣ…



