ଇଂଲଣ୍ଡ ମାଟିରେ ଦ୍ବିଶତକ କରି ଇତିହାସ ରଚିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ
ଅନୁଗୁଳ: ଇଂଲଣ୍ଡ ବିପକ୍ଷରେ ଦ୍ୱିତୀୟ ଟେଷ୍ଟରେ ଅଧିନାୟକ ଶୁଭମନ୍ ଗିଲ୍ଙ୍କ ଜଲଓ୍ବା ଦେଖିବାକୁ ମିଳିଛି। ଦ୍ୱିତୀୟ ଟେଷ୍ଟରେ ସେ ଦ୍ୱିଶତକ ମାରିଛନ୍ତି। ତାଙ୍କ ପୂର୍ବରୁ କୌଣସି ଭାରତୀୟ ଅଧିନାୟକ ଇଂଲଣ୍ଡ ମାଟିରେ ଦ୍ୱିଶତକ ମାରି ନ ଥିଲେ। ଅଧିନାୟକ ନ ଥିବା…
