ତାତିରୁ ମିଳିବ ଆଶ୍ୱସ୍ତି: ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା
ଅନୁଗୁଳ: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ନେଇ ପୁଣି ସତର୍କ କଲାଣି ପାଣିପାଗ ବିଭାଗ। ଆଗାମୀ ୨୪ ଘଣ୍ଟା ଯାଏଁ ୧୯ଟି ଜିଲ୍ଲାକୁ ୟେଲୋ…
