ଜୁନ୍ ୨୩ରେ ସରପଞ୍ଚ ଓ ୱାର୍ଡମେମ୍ବର ଉପ-ନିର୍ବାଚନ
ଭୁବନେଶ୍ବର: ଆସନ୍ତା ଜୁନ୍ ୨୩ ତାରିଖରେ ୪୩ଟି ସରପଞ୍ଚ ଏବଂ ୨୭୨ ୱାର୍ଡ ମେମ୍ବର ପଦବୀ ପାଇଁ ରାଜ୍ୟରେ ଉପ-ନିର୍ବାଚନ ହେବ।୨୪ ତାରିଖରେ ଭୋଟ ଗଣତି ସହ ଫଳ ଘୋଷଣା କରାଯିବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି…
ଭୁବନେଶ୍ବର: ଆସନ୍ତା ଜୁନ୍ ୨୩ ତାରିଖରେ ୪୩ଟି ସରପଞ୍ଚ ଏବଂ ୨୭୨ ୱାର୍ଡ ମେମ୍ବର ପଦବୀ ପାଇଁ ରାଜ୍ୟରେ ଉପ-ନିର୍ବାଚନ ହେବ।୨୪ ତାରିଖରେ ଭୋଟ ଗଣତି ସହ ଫଳ ଘୋଷଣା କରାଯିବ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ବିଜ୍ଞପ୍ତି…
ଅନୁଗୁଳ : ଅନୁଗୁଳ ଜିଲ୍ଲା ମହିଳା ମୋର୍ଚ୍ଚା ତରଫରୁ ସଭାନେତ୍ରୀ ବସନ୍ତ ମଞ୍ଜରୀ ପ୍ରଧାନଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅପରେସନ୍ ସିନ୍ଦୂରର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଭାରତୀୟ ସେନାଙ୍କ ଉଦ୍ଦେଶ୍ୟରେ ଏହି କାର୍ଯ୍ୟକ୍ରମ…
ଅନୁଗୁଳ: ଏନ୍.ଟି.ପି.ସି କଣିହାଁର ହାଉସ୍ କିପିଙ୍ଗ୍ ଠିକାଶ୍ରମିକଙ୍କ ପକ୍ଷରୁ ଚାଲିଥିବା ଧାରଣା ଦ୍ଵିତୀୟ ଦିନରେ ପହଞ୍ଚିଛି। ତାଳଚେର ସୁପର ଥର୍ମାଲ ଓ୍ବାର୍କର୍ସ ୟୁନିୟନ ସଭାପତି ଜୟସେନ ମେହେର ଓ ସାଧାରଣ ସମ୍ପାଦକ ପ୍ରହ୍ଲାଦଚନ୍ଦ୍ର ସାହୁଙ୍କ ନେତୃତ୍ବରେ ଚାଲିଥିବା ଏହି ଧାରଣାରେ ସମସ୍ତ…
ଅନୁଗୁଳ: ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଓ ପରିଚାଳନା ପ୍ରସ୍ତୁତି ବୈଠକ ଆଜି ପୂର୍ବାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବଦାଲ ମୁହମ୍ମଦ୍ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଢେଙ୍କାନାଳ ସାଂସଦ ରୁଦ୍ର ନାରାୟଣ ପାଣି, ଅନୁଗୁଳ…
ଅନୁଗୁଳ: ସର୍ଟସର୍କିଟ୍ ଯୋଗୁ ଜଳିଗଲା ଅନୁଗୁଳ ଜିଲ୍ଲା ପାଳଲହଡ଼ା ସଦରମହକୁମା ନିକଟସ୍ଥ ଫପଣ୍ଡ ଗାଁ ଛକରେ ଥିବା ପପୁ ଢାବା। ଟ୍ରକର ବୈଦ୍ୟୁତିକ ଉପକରଣ ମରାମତି ସମୟରେ ସର୍ଟସର୍କିଟ ଘଟି ନିଆଁ ଲାଗିବାରୁ ଟ୍ରକର ଡିଜେଲ ଟାଙ୍କି ଫାଟି ନିକଟରେ ଥିବା…
ଅନୁଗୁଳ: ଚଳିତ ମାସ ୧୯ ଓ ୨୦ ତାରିଖ ଦୁଇ ଦିନ ଧରି କେନ୍ଦ୍ରୀୟ ନାକ ଟିମ୍ ସହ ଅନୁଗୁଳ କଲେଜ୍ କର୍ତ୍ତୃପକ୍ଷଙ୍କ ସହ ଆଭାସୀ ମୋଡରେ ଆଲୋଚନା ହୋଇଥିଲା। ଟିମର ତିନି ଜଣିଆ ସଦସ୍ୟ ମାନେ କଲେଜ୍ ଷ୍ଟାଫ୍,ଛାତ୍ର ଛାତ୍ରୀ…
ବଇଣ୍ଡା: ଅନୁଗୁଳ ଜିଲ୍ଲା ପ୍ରସିଦ୍ଧ ବଇଣ୍ଡା ଚନ୍ଦନ ଯାତ୍ରା ରବିବାର ଦିନ ଅନୁଷ୍ଠିତ ହୋଇଛି। ୪୮ ବର୍ଷରେ ଏହି ଯାତ୍ରା ପହଞ୍ଚିଥିବା ବେଳେ ଚଳିତ ବର୍ଷ ଧୁମଧାମରେ ପାଳିତ ହୋଇଛି । ସନ୍ଧ୍ୟା ୬ଟାରେ ରାଧାକୃଷ୍ଣ ମନ୍ଦିରରୁ ପ୍ରଭୁଙ୍କୁ ବିମାନରେ ବସାଇ…
ଅନୁଗୁଳ: ଅନୁଗୁଳ ସାହିତ୍ୟ ସଂସଦର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି। ରୋଟାରୀ ପବ୍ଲିକ ସ୍କୁଲ ପରିସରରେ ଆସନ୍ତା ଦୁଇ ବର୍ଷ ପାଇଁ ସଂସଦର କର୍ମକର୍ତ୍ତା ମନୋନୀତ ହୋଇଥିଲେ। ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ଦାସଙ୍କୁ ସଭାପତି, ପ୍ରାଧ୍ୟାପକ ଶାନ୍ତନୁ କୁମାର ସର, ଯଦୁମଣି…
ଅନୁଗୁଳ: ଚରିତ୍ରକୁ ସନ୍ଦେହ କରି ପତ୍ନୀଙ୍କୁ ଅତି ବୀଭତ୍ସ ଭାବେ ହାଣି ହତ୍ୟା କରିଥିବା ପୁରୁଣାକୋଟ୍ ଥାନା ଗଞ୍ଜଡ଼ା ଗାଁର ଶ୍ରୀକାନ୍ତ ପଧାନ (୨୫)କୁ ଗିରଫ କରିଛି ପୁଲିସ। ହତ୍ୟାରେ ବ୍ୟବହାର କରାଯାଇଥିବା ଗୋଟିଏ କାଙ୍କ, ଗୋଟିଏ ଧାରୁଆ ଛୁରି ଓ…
ଅନୁଗୁଳ: ସତ ମାନିଲେ ମନ୍ତ୍ରୀ। ରାଜ୍ୟରେ ଶୀତଳଭଣ୍ଡାର ନଥିବାରୁ ଚାଷୀ ଶାଗ ମାଛ ଦରରେ ଆଳୁ ବିକ୍ରି କରୁଛନ୍ତି ବୋଲି ଅନୁଗୁଳରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ବେଳେ କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ବିଜେଡି ସରକାରକୁ ସମାଲୋଚନା…