ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ଓ ଜରିମାନା
ଅନୁଗୁଳ: ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଶୁକ୍ରବାର ଅନୁଗୁଳର ଅତିରିକ୍ତ ଜିଲ୍ଲା ଓ ସେସନ ଜଜ୍ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସୂଚନା ମୁତାବକ, ଗତ ୨୪. ୩. ୨୦୨୧ ସନ୍ଧ୍ୟାରେ ଛେଣ୍ଡିପଦା ଅଞ୍ଚଳରେ ଜଣେ ନାବାଳିକା…
