ସମର୍ପଣ ଏକାଡେମୀର ତୃତୀୟ କ୍ୟାମ୍ପସ୍ ଉଦ୍ଘାଟିତ
ଅନୁଗୁଳ: ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ସମର୍ପଣ ଏକାଡେମୀ’ର ତୃତୀୟ କ୍ୟାମ୍ପସ୍ ଗୁରୁବାର ଅନୁଗୁଳ ସହରର ମାଟିଆସାହି ଠାରେ ଉଦ୍ଘାଟିତ ହୋଇଛି। ଅନୁଗୁଳ ବିଧାୟକ ପ୍ରତାପ ଚନ୍ଦ୍ର ପ୍ରଧାନ, ବିଶିଷ୍ଟ ସମାଜସେବୀ ତଥା ସର୍ବୋଦୟ ନେତ୍ରୀ କୃଷ୍ଣା ମହାନ୍ତି ଓ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ୍…



