ବନ୍ତଳା ଗୁଳିକାଣ୍ଡ ଘଟଣା: ୫ ଅଭିଯୁକ୍ତ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅଞ୍ଚଳରେ ହୋଇଥିବା ଗୁଳିକାଣ୍ଡ ଘଟଣାରେ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବନ୍ତଳା ଥାନା ତଳଗଡ଼ର ନୂଆଭୂଇଁସାହିର ପଦ୍ମଲୋଚନ ଦେହୁରୀ(୧୯), ଓମ୍ ପ୍ରକାଶ ସିଂହ, ତାଳସାହିର ବିଶ୍ବଜିତ…
