୩ ଦଫା ଦାବି ନେଇ ଆଇନମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଅନୁଗୁଳ ଜିଲ୍ଲା ସାମ୍ବାଦିକ ସଂଘ
ଅନୁଗୁଳ: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ଅନୁଗୁଳ ଗସ୍ତ ବେଳେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ତାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରାଯାଇଥିଲା। ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଅଜିତ କୁମାର ଧର ଓ ସାଧାରଣ ସମ୍ପାଦକ ସ୍ୱାଧୀନ କୁମାର ସାମଲ…



