ଏମ୍ସିଏଲ୍ର ପ୍ରଥମ ସ୍ବତନ୍ତ୍ର କମିଟି ବୈଠକ, ନିଯୁକ୍ତି ଓ କ୍ଷତିପୂରଣ ପ୍ରଦାନ ନେଇ ଆଲୋଚନା
ଅନୁଗୁଳ: ସ୍ଥାନୀୟ ସର୍କିଟ ହାଉସ ସମ୍ମିଳନୀ କକ୍ଷଠାରେ ମହାନଦୀ କୋଇଲା ଖଣି ସଂସ୍ଥା (ଏମ୍.ସି.ଏଲ୍) ର ପ୍ରଥମ ସ୍ବତନ୍ତ୍ର କମିଟି ବୈଠକ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସଚିନ ରାମଚନ୍ଦ୍ର ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ୧୪ତମ ଥଇଥାନ ଓ ପାରିପାର୍ଶ୍ବିକ ଉନ୍ନୟନ…




