ଚିତ୍ରଶିଳ୍ପୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ଜୟନ୍ତୀ ପାଳିତ
ଅନୁଗୋଳ: କିଶୋରନଗର ବ୍ଲକ୍ ବାମୁରର ବିଶିଷ୍ଟ ଚିତ୍ରଶିଳ୍ପୀ ସ୍ୱର୍ଗତ ପୂର୍ଣ୍ଣଚନ୍ଦ୍ର ପ୍ରଧାନଙ୍କ ଜୟନ୍ତୀ ଗାନ୍ଧୀ ମେମୋରିଆଲ ଟ୍ରଷ୍ଟ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ଲକ ଉପାଧ୍ୟକ୍ଷ ଲବ କୁମାର ପ୍ରଧାନ, କଳ୍ପତରୁ ସଂଗଠନର ସମ୍ପାଦକ ସୁଧୀର ରଞ୍ଜନ ପ୍ରଧାନ, ସାଧବ…



