ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ ଗିରଫ
ଅନୁଗୁଳ: ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଅନୁଗୁଳ ପୁଲିସ ଜଣେ ଯୁବକକୁ ଗିରଫ କରିଛି। ଗିରଫ ଯୁବକ ହେଲେ ଅନୁଗୁଳ ଶିକ୍ଷକପଡ଼ାର ବିଶ୍ବଜିତ ନାଏକ(୧୮)। ଅଭିଯୋଗ ଅନୁସାରେ, ଅନୁଗୁଳ କଲେଜରେ ଯୁକ୍ତ ୩ ପ୍ରଥମ ବର୍ଷର ଜଣେ ଛାତ୍ରୀଙ୍କୁ ୧୬…




