ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ ପାଳିତ
ଅନୁଗୁଳ: ଅନୁଗୁଳ ଜିଲ୍ଲା ସମ୍ମିଳନୀ କକ୍ଷରେ ଶୁକ୍ରବାର ଜିଲ୍ଲାସ୍ତରୀୟ ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶାନ୍ତନୁ…
