ବାସନ୍ତୀ ଦୁର୍ଗା ମଣ୍ଡପ ଓ ରାମ ମନ୍ଦିର ପରିଦର୍ଶନ କରି ଆଶୀର୍ବାଦ ଭିକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅନୁଗୁଳ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଅନୁଗୁଳ ଜିଲ୍ଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସନ୍ଧ୍ୟାରେ ଶ୍ରୀ ପ୍ରଧାନ ଅନୁଗୁଳ ଗସ୍ତ କରି ଅମଲାପଡ଼ାରେ ବାସନ୍ତୀ ଦୁର୍ଗା ପୂଜା ମଣ୍ଡପରେ ମା'ଙ୍କ ପୂଜାର୍ଚ୍ଚନା କରିଥିଲେ। ପରେ ବନ୍ତଳାରେ…




