ରାଜ୍ୟସ୍ତରୀୟ ବନ ବିଭାଗ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ: ଅନୁଗୁଳକୁ ମିଳିଲା ୯୨ଟି ପଦକ
ଅନୁଗୁଳ: ଆଜି ଅପରାହ୍ନରେ ସ୍ଥାନୀୟ ଫରେଷ୍ଟ ରେଞ୍ଜର୍ସ ଟ୍ରେନିଂ କଲେଜ ଠାରେ ୨ ଦିନିଆ ରାଜ୍ୟସ୍ତରାୟ ବନ ବିଭାଗ କ୍ରୀଡ଼ା ପ୍ରତିଯୋଗିତା ଉଦଯାପିତ ହୋଇଛି। ଉଦଯାପନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ସୁଧାଂଶୁ ଶେଖର ଖରା,…
