ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଆୟୋଜିତ: ପାଠ ସହ ଖେଳକୁଦ-ନାଚ ଗୀତରେ ମନ ନିବେଶ କରିବାକୁ ପରାମର୍ଶ
ଅନୁଗୁଳ: ସ୍ଥାନୀୟ ଗାନ୍ଧିମାର୍ଗ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରଠାରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି ୨୦୨୪” ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ସଭାପତି ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ସୁସ୍ମିତା ସାହୁ, ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟ…



