ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ: ୭୧ଟି ଅଭିଯୋଗ ଗ୍ରହଣ
ଅନୁଗୁଳ: ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ଆରକ୍ଷୀ ଅଧୀକ୍ଷକ ରାହୁଳ ଜୈନ ଯୋଗ ଦେଇଥିଲେ। ସମୁଦାୟ ୭୧ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୫୨ଟି…