ପାଳଲହଡ଼ା କେନ୍ଦୁପତ୍ର ତୋଳାଳି ଓ ସିଜିନାଲ କର୍ମଚାରୀ ସଂଘ ପକ୍ଷରୁ ବିଧାୟକଙ୍କୁ ସମ୍ବର୍ଦ୍ଧନା
ପାଳଲହଡ଼ା: ମଙ୍ଗଳବାର ପାଳଲହଡ଼ା ବିଧାୟକ ଅଶୋକ ମହାନ୍ତିଙ୍କୁ ପାଳଲହଡା ନିର୍ବାଚନ ମଣ୍ଡଳୀ କେନ୍ଦୁପତ୍ର ତୋଳାଳି ଓ ସିଜିନାଲ କର୍ମଚାରୀ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ବିଧାୟକଙ୍କୁ ସ୍ଥାନୀୟ ଜାତୀୟ ରାଜପଥ ଡାକ ବଙ୍ଗଳା ଠାରୁ କେନ୍ଦୁପତ୍ର କାର୍ଯ୍ୟାଳୟ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା।…
