କଦଳୀ ଫାଇବରରୁ ପ୍ରସ୍ତୁତ ସାନିଟାରୀ ପ୍ୟାଡ୍ ଉପରେ ସଚେତନତା କାର୍ଯ୍ୟକ୍ରମ: ଥରେ କିଣିଲେ ୩ ବର୍ଷ ଯାଏଁ କରିପାରିବେ ବ୍ୟବହାର
ଅନୁଗୁଳ: ସ୍ଵେଚ୍ଛାସେବୀ ସଂଗଠନ ସୋସିଆଲ ଡେଭଲପମେଣ୍ଟ ଫାଉଣ୍ଡେସନ୍ ଏବଂ ମାତା ଅମୃତାମୟୀ ଟ୍ରଷ୍ଟ କେରଳ ତରଫରୁ କଦଳୀ ଫାଇବରରୁ ପ୍ରସ୍ତୁତ ସାନିଟାରୀ ପ୍ୟାଡ୍ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ସମ୍ପାଦକ ବୁଦ୍ଧଦେବ ଦାସ ସ୍ଵାଗତ ଭାଷଣ ପ୍ରଦାନ କରିବା…
