ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଡାକିଲେ ଅନୁଗୁଳ ଜିଲ୍ଲାପାଳ: ମତଦାନ ବ୍ୟବସ୍ଥା ନେଇ ଦେଲେ ସୂଚନା
ଅନୁଗୁଳ: ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଅଦାଲ୍ ଏମ୍ ଅଖରଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଆଜି ଅପରାହ୍ନରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଜିଲ୍ଲାପାଳ ସମସ୍ତ ଗଣମାଧ୍ୟମର…
