ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ଜଣେ ମୃତ, ଜଣେ ଗୁରୁତର
ଅନୁଗୁଳ: ଅନୁଗୁଳ ସଦର ଥାନା ଅନ୍ତର୍ଗତ କୁମଣ୍ତ ଠାରେ ଟ୍ରାକ୍ଟର ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ଆଜି ସକାଳେ ରାଜକିଶୋରପଡାର ରାକେଶ ମହାପାତ୍ର (୨୬) ଏବଂ କେନ୍ଦ୍ରାପଡା ଅଞ୍ଚଳର ଦିବ୍ୟଜ୍ୟୋତି ନାୟକ (୨୭)…
