ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି: ଶାନ୍ତି ଶୃଙ୍ଖଳା ଉପରେ ଗୁରୁତ୍ୱ
ଅନୁଗୋଳ: ଆସନ୍ତା ଜୁନ୍ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପବିତ୍ର ରଥଯାତ୍ରାର ସୁପରିଚାଳନା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅବ୍ଦାଲ୍ ମୁହମ୍ମଦ୍ ଅଖ୍ତରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅନୁଗୁଳ ବିଧାୟକ ପ୍ରତାପ…




