ସୌମ୍ୟରଂଜନ ବିଜେପିରୁ ଇସ୍ତଫା ଦେଲେ
ଅନୁଗୁଳ: ଅନୁଗୁଳ ଯୁବ ବିଜେପି ଟାଉନ୍ ସଭାପତି ସୌମ୍ୟ ରଞ୍ଜନ ସାହୁ ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ଦଳର ଜିଲ୍ଲା ସଭାପତି ଡୀଲେଶ୍ୱର ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି।ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଉଥିବା ପତ୍ରରେ ଜଣାଇଛନ୍ତି।…
ଅନୁଗୁଳ: ଅନୁଗୁଳ ଯୁବ ବିଜେପି ଟାଉନ୍ ସଭାପତି ସୌମ୍ୟ ରଞ୍ଜନ ସାହୁ ଆଜି ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ଦଳର ଜିଲ୍ଲା ସଭାପତି ଡୀଲେଶ୍ୱର ପ୍ରଧାନଙ୍କୁ ପ୍ରଦାନ କରିଛନ୍ତି।ବ୍ୟକ୍ତିଗତ କାରଣ ଦର୍ଶାଇ ସେ ଇସ୍ତଫା ଦେଉଥିବା ପତ୍ରରେ ଜଣାଇଛନ୍ତି।…
ଅନୁଗୁଳ: ଅନୁଗୁଳ ଜିଲ୍ଲା ବନ୍ତଳା ରେଞ୍ଜ ଅନ୍ତର୍ଗତ ତଳଗଡ଼ ପଞ୍ଚାୟତର କନ୍ତମେଘ ଗ୍ରାମରେ ବିଦ୍ୟୁତ୍ ଆଘାତରେ ଏକ ଦନ୍ତା ହାତୀର ମୃତ୍ୟୁ ଘଟିଛି। ବନ୍ତଳା ରେଞ୍ଜରଙ୍କ କହିବା ଅନୁଯାୟୀ, ସୋମବାର ସକାଳେ ଦନ୍ତା ହାତୀ ମରି ପଡିଥିବା ଖବର ତାଙ୍କ ପାଖକୁ…
ଅନୁଗୁଳ: ଅନୁଗୁଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସ୍ଥାନୀୟ ନାଲକୋ ଷ୍ଟାଡିୟମ ପଡ଼ିଆରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ମୋଦି ଯୋଗ ଦେଇ ଜଗନ୍ନାଥ ମନ୍ଦିର ସୁରକ୍ଷିତ ନାହିଁ ବୋଲି କହିଛନ୍ତି। ମୋଦି କହିଛନ୍ତି, ବିଜେପି ସରକାର ଆସିଲେ ମହାପ୍ରଭୁଙ୍କ ରତ୍ନ ଭଣ୍ଡାରର…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ବାଗଡିଆ ଠାରେ ରବିବାର ବିଜେଡିର ମହିଳା ସମାବେଶ ଅନୁଷ୍ଠିତ ହୋଇଛି। ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ବିଜେଡି ପକ୍ଷରୁ ଛେଣ୍ଡିପଦା ଓ କୋଶଳା ଠାରେ ଶକ୍ତି ପ୍ରଦର୍ଶନ କରାଯାଇଥିବା ବେଳେ ରବିବାର ବାଗଡ଼ିଆ ପଞ୍ଚାୟତରେ…
ଅନୁଗୁଳ: କ୍ୟାଟ ତରଫରୁ ଜିଲ୍ଲାର ସମସ୍ତ ସାଂସ୍କୃତିକ, ସାମାଜିକ, ଧାର୍ମିକ ଓ ସ୍ବେଚ୍ଛାସେବୀ ଅନୁଷ୍ଠାନଙ୍କ ସହଯୋଗରେ ଏକ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସଭା ଆରମ୍ଭରେ କ୍ୟାଟର ଅନୁଗୁଳ ଶାଖା ଚେୟାରମ୍ୟାନ ରାଜ କୁମାର ଶୁକ୍ଳା ସ୍ବାଗତ ଭାଷଣ ଦେଇଥିବା…
ଅନୁଗୁଳ: ଆସନ୍ତାକାଲି ଦିନ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୁଳ ଜିଲ୍ଲା ନାଲକୋ ଷ୍ଟାଡିୟମ ଠାରେ ଏକ ବିରାଟ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ।ଏନେଇ ଆଜି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମାବେଶ ସ୍ଥଳ ପରିଦର୍ଶନ କରିବା ସହ…
ଅନୁଗୁଳ: ଅନୁଗୁଳ ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ଅମ୍ବିକା ପ୍ରସାଦ ଭଟ୍ଟ ଆଜି ପୂର୍ବାହ୍ନରେ ଏକ ବିଶାଳ ରାଲି କରି ପ୍ରଚାର କରିଛନ୍ତି। ସେ ସ୍ଥାନୀୟ ବେଡା ଛକଠାରୁ ଏକ ବିଶାଳ ବାଇକ ରାଲିରେ ବାହାରି ବନ୍ତଳା ଛକ ଦେଇ…
ଅନୁଗୁଳ: ଅନୁଗୁଳ ସର୍କିଟ ହାଉସ ସମ୍ମିଳନୀ କକ୍ଷ ଠାରେ ଏକକାଳୀନ ସାଧାରଣ ନିର୍ବାଚନ ୨୦୨୪ ସମ୍ପର୍କିତ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ନିର୍ବାଚନ ଆୟୋଗ ଦ୍ଵାରା ନିଯୁକ୍ତ ଅଧିକାରୀ। ଏ ଅବସରରେ ସ୍ଵତନ୍ତ୍ର ସାଧାରଣ ପର୍ଯ୍ୟବେକ୍ଷକ ଯୋଗେନ୍ଦ୍ର ତ୍ରିପାଠୀ, ସ୍ଵତନ୍ତ୍ର ଆରକ୍ଷୀ…
ଭୁବନେଶ୍ବର: ଆଜି ଆଣ୍ଡାମାନ ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। କୋମରିନ-ମାଳଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେଉଛି। ଏହା ପ୍ରଭାବରେ ନିକୋବର ଦ୍ବୀପପୁଞ୍ଜରେ ପ୍ରବଳ ବର୍ଷା ହେଉଛି। ଚଳିତ ବର୍ଷ…
ଛେଣ୍ଡିପଦା: ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ଦୁର୍ଗାପୁର ଛକ ନିକଟରୁ ପୋଲିସ ୩ କେଜି ଗଞ୍ଜେଇ ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଯୁବକ ହେଲେ ଟାଙ୍ଗର ସାହିର ସନାତନ ସାହୁ। ପୋଲିସ…