ଖେଳରତ୍ନ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀରେ ନବକୃଷ୍ଣ ଚୌଧୁରୀ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଜାତୀୟ କ୍ରୀଡ଼ା ଦିବସ ଆୟୋଜିତ
ଅନୁଗୁଳ: ଖେଳରତ୍ନ ମେଜର ଧ୍ୟାନଚାନ୍ଦଙ୍କ ଜୟନ୍ତୀ ଅବସରରେ ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ "ଜାତୀୟ କ୍ରୀଡା ଦିବସ" ଆୟୋଜିତ ହୋଇଛି। ଏ ଅବସରରେ ସକାଳୁ କ୍ରୀଡା ସଚେତନତା ଅଭିଯାନ ଆରମ୍ଭ ହୋଇଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷା ଡଃ ଦ୍ରୌପଦୀ ପଟେଲଙ୍କ…
