ଶିମିଳିପାଳରେ ଆଜିଠୁ କୁମ୍ଭୀର ଗଣନା ଆରମ୍ଭ, ଦୁଇ ଦିନ ଯାଏଁ ଚାଲିବ ଗଣା
କରଞ୍ଜିଆ : ମୟୂରଭଞ୍ଜ ଜିଲ୍ଲାରେ ଥିବା ଶିମିଳିପାଳ ଓ ଶିମିଳିପାଳ ପାଦ ଦେଶରେ ଥିବା ନଦୀ ଓ ନାଳ ଗୁଡିକରେ ଆଜିଠାରୁ କୁମ୍ଭୀର ଗଣନା ଆରମ୍ଭ ହେଇଛି। ବିଶେଷ କରି ଶିମିଳିପାଳରୁ ବାହାରି ଥିବା ନଦୀ ଖଇରି, ବୁଢାବଳଙ୍ଗ, ଖଡ଼ଖାଇ ପ୍ରଭୃତି…
