ନୀଳାଚଳ ଗ୍ରାମ୍ୟବ୍ୟାଙ୍କ ଝରକା ଭାଙ୍ଗି ଡକାୟତି ଉଦ୍ୟମ: ସୁରକ୍ଷା ଢିଲା, ବାଜିଲାନି ସାଇରନ୍; ସିସିଟିଭି ଘାଣ୍ଟୁଛି ପୁଲିସ
ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡା ଥାନା ଦୁର୍ଗାପୁରସ୍ଥିତ ନୀଳାଚଳ ଗ୍ରାମ୍ୟବ୍ୟାଙ୍କ ଝରକା ଭାଙ୍ଗି ଡକାୟତି ଉଦ୍ୟମ ହୋଇଥିବା ସୂଚନା ମିଳିଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଏହି ଉଦ୍ୟମ କରିଛନ୍ତି। ସୂଚନା ଅନୁସାରେ, ଗୁରୁବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଝରକା…