ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ: ନିୟମ ମାନୁନଥିବା ଅଲ୍ଟ୍ରାସାଉଣ୍ଡ କ୍ଲିନିକ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ
ଅନୁଗୁଳ: ଜିଲ୍ଲାରେ ଚାଲୁଥିବା ଅଲଟ୍ରାସାଉଣ୍ଡ କ୍ଲିନିକରେ ପି.ସି ଆଣ୍ଡ ପି.ଏଚ.ଡି.ଟି ଆଇନର ସଠିକ କାର୍ଯ୍ୟକାରିତାକୁ ନେଇ ଆଜି ଅପରାହ୍ନରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଛି। ବିଭିନ୍ନ ଅଲଟ୍ରାସାଉଣ୍ଡ କ୍ଲିନିକ୍ ଗୁଡିକର ସମୀକ୍ଷା…



