୧୪.୭୦କୋଟି ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ସଂନ୍ଧ୍ୟାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରେ ୧୪.୭୦କୋଟି ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପକୁ ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ମୁଖ୍ୟମନ୍ତ୍ରୀ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର…
