ମାର୍ଚ୍ଚ ୧୫ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ, ସରିଲା ପ୍ରସ୍ତୁତି ବୈଠକ
ଛେଣ୍ଡିପଦା: ଓଡ଼ିଶା ରାଜ୍ୟ ଡ୍ରାଇଭର ମହାସଂଘ ଆହ୍ୱାନ କ୍ରମେ ବୁଧବାର ସ୍ଥାନୀୟ ଛେଣ୍ଡିପଦା ବ୍ଲକ ଦୁର୍ଗାପୁର ପଞ୍ଚାୟତ ଡ୍ରାଇଭର ମହାସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ଆନ୍ଦୋଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଦୁର୍ଗାପୁର ଟାଙ୍ଗିରୀ ସାହି ଦାନ୍ତିଆଣୀ ପାହାଡ଼ରେ ଅନୁଷ୍ଠିତ…




