’ମନ୍ କି ବାତ’ କାର୍ଯ୍ୟକ୍ରମ ଶୁଣିବାକୁ ଲୋକଙ୍କୁ ଉତ୍ସାହିତ କରିବାକୁ ବିଜେପିର ବୈଠକ
ଅନୁଗୁଳ : ସ୍ଥାନୀୟ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ପ୍ରତି ମାସରେ ପ୍ରସାରିତ ହେଉଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମକୁ ଶୁଣିବା ଲାଗି ଗୁରୁବାର ଏକ କର୍ମଶାଳା ଅନୁଷ୍ଠିତ ହୋଇଛି। ଜିଲ୍ଲା ସଭାପତି ଡିଲେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
